ମାଥିଉ 5:16 - ପବିତ୍ର ବାଇବଲ (CL) NT (BSI)16 ସେହିପରି ତୁମ ଆଲୋକ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଉ। ତାହାହେଲେ ତୁମର ସତ୍କର୍ମ ସବୁ ଦେଖି ସେମାନେ ତୁମର ସ୍ୱର୍ଗସ୍ଥ ପିତା ଈଶ୍ୱରଙ୍କର ପ୍ରଶଂସା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେହିପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ। Viz kapitolaଓଡିଆ ବାଇବେଲ16 ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ। Viz kapitolaପବିତ୍ର ବାଇବଲ16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ। Viz kapitola |