ମାଥିଉ 5:19 - ପବିତ୍ର ବାଇବଲ (CL) NT (BSI)19 ତେଣୁ ଯେ କେହି ବ୍ୟବସ୍ଥାର ସବୁଠାରୁ ଗୌଣ ଆଜ୍ଞାଟିକୁ ଅବଜ୍ଞା କରେ ଏବଂ ସେପରି କରିବାକୁ ଅନ୍ୟମାନଙ୍କୁ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ସବୁଠାରୁ ନିକୃଷ୍ଟ ବୋଲି ବିବେଚିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅତଏବ, ଯେକେହି ଏହିସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ଖ୍ୟାତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ ମହାନ୍ ବୋଲି ଖ୍ୟାତ ହେବ। Viz kapitolaଓଡିଆ ବାଇବେଲ19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ। Viz kapitolaପବିତ୍ର ବାଇବଲ19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। Viz kapitola |