ମାଥିଉ 5:39 - ପବିତ୍ର ବାଇବଲ (CL) NT (BSI)39 କିନ୍ତୁ ମୁଁ କହୁଛି, କେହି ତୁମର ଅନିଷ୍ଟ କଲେ ତା’ର ପ୍ରତିଶୋଧ ନିଅ ନାହିଁ। ଯଦି ତୁମର ଡ଼ାହାଣ ଗାଲରେ କେହି ଚାପୁଡ଼ାଏ ମାରିଲା, ଆଉ ଗୋଟିଏ ଚାପୁଡ଼ା ମାରିବା ପାଇଁ ତୁମ ବାଁ ଗାଲଟି ମଧ୍ୟ ଦେଖାଇ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)39 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେକେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇ ଦିଅ। Viz kapitolaଓଡିଆ ବାଇବେଲ39 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ। Viz kapitolaପବିତ୍ର ବାଇବଲ39 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, କୌଣସି ମନ୍ଦ ଲୋକର ବିରୁଦ୍ଧରେ ଠିଆ ହୁଅ ନାହିଁ। ବରଂ ଯଦି କେହି ତୁମ୍ଭର ଡାହାଣ ଗାଲରେ ଗ୍ଭପୁଡ଼ାଟିଏ ମାରେ, ତେବେ ତୁମ୍ଭେ ତା ଆଡ଼କୁ ଆର ଗାଲଟି ମଧ୍ୟ ଦେଖେଇ ଦିଅ। Viz kapitola |