ମାଥିଉ 6:1 - ପବିତ୍ର ବାଇବଲ (CL) NT (BSI)1 “ଲୋକମାନଙ୍କୁ ଦେଖାଇବା ପାଇଁ ସର୍ବସାଧାରଣରେ ଧର୍ମକର୍ମ କର ନାହିଁ। ତାହା କଲେ ପିତା ଈଶ୍ୱରଙ୍କଠାରୁ ତୁମେ ପୁରସ୍କାର ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଲୋକ ଦେଖାଇବା ପାଇଁ ସେମାନଙ୍କ ସାକ୍ଷାତରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ। Viz kapitolaଓଡିଆ ବାଇବେଲ1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ। Viz kapitolaପବିତ୍ର ବାଇବଲ1 “ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ। Viz kapitola |