ମାଥିଉ 6:13 - ପବିତ୍ର ବାଇବଲ (CL) NT (BSI)13 ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।) Viz kapitolaପବିତ୍ର ବାଇବଲ (Re-edited) - (BSI)13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍ଣାିଁ Viz kapitolaଓଡିଆ ବାଇବେଲ13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।] Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’ Viz kapitolaପବିତ୍ର ବାଇବଲ13 ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।’ Viz kapitola |