ମାଥିଉ 6:23 - ପବିତ୍ର ବାଇବଲ (CL) NT (BSI)23 କିନ୍ତୁ ଚକ୍ଷୁ ଯଦି ଦୁର୍ବଳ ହୁଏ, ଶରୀର ଅନ୍ଧକାରାଚ୍ଛନ୍ନ ହେବ। ତୁମ ଅନ୍ତରର ଆଲୋକ ଯଦି ଅନ୍ଧକାରାବୃତ୍ତ ହୁଏ, ତେବେ ସେହି ଅନ୍ଧକାର କେଡ଼େ ଭୟଙ୍କର ଅନ୍ଧକାର ନ ହେବ! Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ, ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେହି ଅନ୍ଧକାର କେଡ଼େ ଘୋରତର ! Viz kapitolaଓଡିଆ ବାଇବେଲ23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର! Viz kapitolaପବିତ୍ର ବାଇବଲ23 କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ! Viz kapitola |