ମାଥିଉ 6:27 - ପବିତ୍ର ବାଇବଲ (CL) NT (BSI)27 ବଞ୍ଚିବା ପାଇଁ ବ୍ୟସ୍ତ ହେବା ଦ୍ୱାରା ତୁମେ କ’ଣ ନିଜର ପରମାୟୁକୁ ମୁହୂର୍ତ୍ତେ ବଢ଼ାଇ ଦେଇ ପାରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ଦଣ୍ତେ ବୃଦ୍ଧି କରି ପାରେ? Viz kapitolaଓଡିଆ ବାଇବେଲ27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ? Viz kapitolaପବିତ୍ର ବାଇବଲ27 ତୁମ୍ଭ ଭିତରେ ଏପରି କେହି ନାହିଁ, ଯେକି ଚିନ୍ତାଗ୍ରସ୍ତ ହୋଇ ନିଜ ଜୀବନକାଳ ସହିତ ଘଡ଼ିଏ ହେଲେ ସମୟ ଯୋଗ କରି ପାରିବ। Viz kapitola |