ମାଥିଉ 6:31 - ପବିତ୍ର ବାଇବଲ (CL) NT (BSI)31 “ସୁତରାଂ କେଉଁଠାରୁ ଖାଦ୍ୟପେୟ, ପୋଷାକପତ୍ର ପାଇବ, ଏ ବିଷୟରେ ଚିନ୍ତିତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ। Viz kapitolaଓଡିଆ ବାଇବେଲ31 ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ31 “ଏଣୁ ଚିନ୍ତାଗ୍ରସ୍ତ ହୋଇ କୁହ ନାହିଁ ଯେ, ଆମ୍ଭେ କ’ଣ ଖାଇବା, କ’ଣ ପିଇବା ବା କ’ଣ ପିନ୍ଧିବା? Viz kapitola |