ମାଥିଉ 6:34 - ପବିତ୍ର ବାଇବଲ (CL) NT (BSI)34 ଅତଏବ ଆସନ୍ତା କାଲି ପାଇଁ ବ୍ୟସ୍ତ ହୁଅ ନାହିଁ। କାଲିର ଚିନ୍ତା କାଲି କରିବ। ଆସନ୍ତା କାଲି ବିଷୟରେ ଚିନ୍ତା କରି ଆଜିର ବ୍ୟସ୍ତତାକୁ ବଢ଼ାଇ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଅତଏବ, କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ। Viz kapitolaଓଡିଆ ବାଇବେଲ34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ। Viz kapitolaପବିତ୍ର ବାଇବଲ34 ଆସନ୍ତାକାଲି ପାଇଁ ଚିନ୍ତା କର ନାହିଁ, କାରଣ ପ୍ରତ୍ୟେକ ଦିନର କୌଣସି ନା କୌଣସି ସମସ୍ୟା ଥାଏ। କାଲିର ଚିନ୍ତା କାଲି ପାଇଁ ଯଥେଷ୍ଟ। Viz kapitola |