ମାଥିଉ 6:8 - ପବିତ୍ର ବାଇବଲ (CL) NT (BSI)8 ସେମାନଙ୍କ ପରି ହୁଅ ନାହିଁ। ତୁମେ ମାଗିବା ପୂର୍ବରୁ ତୁମର ଯାହା ଆବଶ୍ୟକ, ତୁମର ପିତା ଈଶ୍ୱର ତାହା ସବୁ ଜାଣନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ଵର ତାହା ଜାଣନ୍ତି। Viz kapitolaଓଡିଆ ବାଇବେଲ8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି। Viz kapitolaପବିତ୍ର ବାଇବଲ8 ଏଣୁ ତୁମ୍ଭେ ସେମାନଙ୍କ ଭଳି ହୁଅ ନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି। Viz kapitola |