ମାଥିଉ 7:11 - ପବିତ୍ର ବାଇବଲ (CL) NT (BSI)11 ତୁମ୍ଭେ ନିଜର ଦୋଷ ଦୁର୍ବଳତା ସତ୍ତେ୍ୱ ପିଲାମାନଙ୍କୁ ଭଲ ଜିନିଷ ଦେଇଥାଅ। ଯେଉଁମାନେ ଈଶ୍ୱରଙ୍କୁ ମାଗନ୍ତି, ସେ ସେମାନଙ୍କୁ ଆହୁରି କେତେ ଭଲ ଜିନିଷ ପ୍ରଚୁରଭାବେ ନ ଦେବେ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ ! Viz kapitolaଓଡିଆ ବାଇବେଲ11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ! Viz kapitolaପବିତ୍ର ବାଇବଲ11 ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ! Viz kapitola |