ମାଥିଉ 7:2 - ପବିତ୍ର ବାଇବଲ (CL) NT (BSI)2 ଅନ୍ୟମାନଙ୍କ ଦୋଷ ବିଷୟରେ ତୁମେ ଯେପରି ଭାବରେ ବିଚାର କରିଥାଅ, ଈଶ୍ୱର ସେପରି ତୁମର ବିଚାର କରିବେ। ତୁମେ ଅନ୍ୟମାନଙ୍କ ପ୍ରତି ଯେଉଁ ନିୟମ ପ୍ରୟୋଗ କରୁଛ, ସେହି ନିୟମ ଈଶ୍ୱର ତୁମ ପ୍ରତି ମଧ୍ୟ ପ୍ରୟୋଗ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ। Viz kapitolaଓଡିଆ ବାଇବେଲ2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ। Viz kapitolaପବିତ୍ର ବାଇବଲ2 ତୁମ୍ଭେ ଅନ୍ୟର ବିଗ୍ଭର କଲେ ଠିକ୍ ସେହିଭଳି ତୁମ୍ଭର ବି ବିଗ୍ଭର କରାଯିବ। ତୁମ୍ଭେ ଅନ୍ୟକୁ ଯେଉଁଥିରେ ତଉଲିବ, ପରମେଶ୍ୱର ତୁମ୍ଭକୁ ସେହିଥିରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆଯିବ। Viz kapitola |