ମାଥିଉ 7:28 - ପବିତ୍ର ବାଇବଲ (CL) NT (BSI)28 ଶେଷ ପର୍ଯ୍ୟନ୍ତ ଯୀଶୁଙ୍କର ଏହିସବୁ କଥା ଶୁଣି ଲୋକମାନେ ତାଙ୍କ ଶିକ୍ଷାରେ ବିସ୍ମିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଯୀଶୁ ଏହିସବୁ କଥା ଶେଷ କରନ୍ତେ, ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ, Viz kapitolaଓଡିଆ ବାଇବେଲ28 ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, Viz kapitolaପବିତ୍ର ବାଇବଲ28 ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। Viz kapitola |