ମାଥିଉ 8:20 - ପବିତ୍ର ବାଇବଲ (CL) NT (BSI)20 ଯୀଶୁ ତାଙ୍କୁ କହିଲେ, “କୋକିଶିଆଳିମାନଙ୍କର ଗାତ ଅଛି, ଜଢ଼େଇମାନଙ୍କର ବସା ଅଛି। କିନ୍ତୁ ବିଶ୍ରାମ ନେବା ପାଇଁ ମନୂଷ୍ୟପୁତ୍ରଙ୍କର ସ୍ଥାନ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେଥିରେ ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ। Viz kapitolaଓଡିଆ ବାଇବେଲ20 ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।” Viz kapitolaପବିତ୍ର ବାଇବଲ20 ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ୟପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।” Viz kapitola |