Online Bible

- Reklamy -




ମାଥିଉ 9:11 - ପବିତ୍ର ବାଇବଲ (CL) NT (BSI)

11 କେତେଜଣ ଫାରୁଶୀ ଏହେ ସେଖି ଯୀଶୁଙ୍କ ଶିଷ୍ୟମାନଙ୍କ ପଚାରିଲେ, “ତୁମ ଗୁରୁ ଏଭଳି ଲୋକମାନଙ୍କ ସହିତ କାହିଁକି ଏକାଠି ବସି ଖାଉଛନ୍ତି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?

Viz kapitola kopírovat

ଓଡିଆ ବାଇବେଲ

11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, "ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି" ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”

Viz kapitola kopírovat

ପବିତ୍ର ବାଇବଲ

11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

Viz kapitola kopírovat




ମାଥିଉ 9:11

Následuj nás:

Reklamy


Reklamy