ମାଥିଉ 9:16 - ପବିତ୍ର ବାଇବଲ (CL) NT (BSI)16 “କେହି ପୁରୁଣା ପୋଷାକରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନାର ତାଳି ସୁଙ୍କଚିତ ହୋଇ ଛିଣ୍ଡା ଜାଗାଟିକୁ ଅଧିକ ଚିରି ପକାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ। Viz kapitolaଓଡିଆ ବାଇବେଲ16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ। Viz kapitolaପବିତ୍ର ବାଇବଲ16 “କେହି କେବେ ପୁରୁଣା ଲୁଗା କଣାରେ ନୂଆ କନାର ତାଳି ପକାଏ ନାହିଁ, କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହୋଇ ନ ଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହେବା ବେଳକୁ ପୁରୁଣା ଲୁଗାକୁ ଗ୍ଭରିପଟୁ ଟାଣିଦେବ ଓ କଣାଟି ଆହୁରି ଅଧିକ ବଡ଼ ହୋଇଯିବ। Viz kapitola |