ମାଥିଉ 9:20 - ପବିତ୍ର ବାଇବଲ (CL) NT (BSI)20 ଯୀଶୁ ବାଟରେ ଯାଉଥିବାବେଳେ ଜଣେ ସ୍ତ୍ରୀ ଲୋକ ତାଙ୍କ ପଛ ପଟୁ ଆସି ତାଙ୍କ ପୋଷାକ ଧାରକୁ ଛୁଇଁଲା। ସେ ବାରବର୍ଷ ଧରି ଭୀଶଣ ରକ୍ତସ୍ରୀବ ରୋଗ ଭୋଗୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ଦେଖ, ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛପଟୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା, Viz kapitolaଓଡିଆ ବାଇବେଲ20 ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା, Viz kapitolaପବିତ୍ର ବାଇବଲ20 ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା'ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା। Viz kapitola |