ମାଥିଉ 9:22 - ପବିତ୍ର ବାଇବଲ (CL) NT (BSI)22 ଯୀଶୁ ବୁଲିବଡ଼ି ତାକୁ ଦେଖିଲେ ଏବଂ ଅଭୟ ଦେଇ କହିଲେ, “ ଝିଅ, ସାହସ ଧର। ତୋ’ ବିଶ୍ୱାସ ତୋତେ ସୁସ୍ଥ କରିଛି।” ସେହି ମୁହୂର୍ତ୍ତରେ ସେହି ସ୍ତ୍ରୀ ଲୋକଟି ସୁସ୍ଥ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି। ସେହି ଦଣ୍ତରୁ ସ୍ତ୍ରୀଲୋକଟି ସୁସ୍ଥା ହୋଇଗଲା। Viz kapitolaଓଡିଆ ବାଇବେଲ22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା। Viz kapitolaପବିତ୍ର ବାଇବଲ22 ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା। Viz kapitola |