ମାଥିଉ 9:3 - ପବିତ୍ର ବାଇବଲ (CL) NT (BSI)3 କେତେ ଧର୍ମଗୁରୁ ଏକଥା ଶୁଣି ମନେ ମନେ ଭାବିଲେ, “ଏ ବ୍ୟକ୍ତି ଈଶ୍ୱର ନିନ୍ଦା କରୁଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ଵରନିନ୍ଦା କରୁଅଛି। Viz kapitolaଓଡିଆ ବାଇବେଲ3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ୱର ନିନ୍ଦା କରୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି। Viz kapitolaପବିତ୍ର ବାଇବଲ3 କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।” Viz kapitola |