ମାଥିଉ 9:33 - ପବିତ୍ର ବାଇବଲ (CL) NT (BSI)33 ଯୀଶୁ ତା’ ଦେହରୁ ଭୂତଟିକୁ ବାହାର କରି ଦେବା ମାତ୍ର ସେ କଥା କହିବାକୁ ଲାଗିଲା। ସମସ୍ତେ ଆଶ୍ଚଯ୍ୟ ହୋଇ କହିଲେ, “ଇଶ୍ରାୟେଲ ଦେଶରେ ଆମେ ଏଭଳି କାର୍ଯ୍ୟ କେବେ ଦେଖି ନ ଥିଲୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି, ଭୂତ ଛଡ଼ାଯାଆନ୍ତେ, ସେହି ମୂକ କଥା କହିଲା। ସେଥିରେ ଲୋକସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ। Viz kapitolaଓଡିଆ ବାଇବେଲ33 ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା । ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ। Viz kapitolaପବିତ୍ର ବାଇବଲ33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।” Viz kapitola |