ମାଥିଉ 9:37 - ପବିତ୍ର ବାଇବଲ (CL) NT (BSI)37 ତେଣୁ ସେ ଶିଷ୍ୟମାନଙ୍କୁ କହିଲେ, “ଫସଲ ପ୍ରଚୁର ହୋଇଛି, କିନ୍ତୁ ତାକୁ ସଂଗ୍ରହ କରିବା ପାଇଁ ଯଥେଷ୍ଟ ମୂଲିଆ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, Viz kapitolaଓଡିଆ ବାଇବେଲ37 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, Viz kapitolaପବିତ୍ର ବାଇବଲ37 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। Viz kapitola |