Online Bible

- Reklamy -




ମାଥିଉ 9:6 - ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ପାପ କ୍ଷମା କରିବା ପାଇଁ ମଧ୍ୟ ମନୁଷ୍ୟପୁତ୍ରଙ୍କ ଅଧିକାର ଅଛି, ଏକଥା ତୁମ ଆଗରେ ପ୍ରମଣେ କରିବି।” ତା’ପରେ ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ବିଛଣା ଉଠାଇ, ଘରକୁ ଫେରିଯାଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ପୃଥିବୀରେ ପାପକ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର-ଏଥିପାଇଁ ଯୀଶୁ ପକ୍ଷାଘାତ ରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।

Viz kapitola kopírovat

ଓଡିଆ ବାଇବେଲ

6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”

Viz kapitola kopírovat

ପବିତ୍ର ବାଇବଲ

6 ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା'ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’

Viz kapitola kopírovat




ମାଥିଉ 9:6

Následuj nás:

Reklamy


Reklamy