ମାଥିଉ 9:8 - ପବିତ୍ର ବାଇବଲ (CL) NT (BSI)8 ଲୋକେ ଏହା ସେଖି ଶଙ୍କିତ ହେଲେ। କିନ୍ତିୁ କନୁଷ୍ୟକୁ ଏପରି ଅଧିକାର ଦେଇଥିବାରୁ ସେମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତାହା ଦେଖି ଲୋକସମୂହ ଭୀତ ହେଲେ, ପୁଣି ଯେଉଁ ଈଶ୍ଵର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ। Viz kapitolaଓଡିଆ ବାଇବେଲ8 ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ। Viz kapitolaପବିତ୍ର ବାଇବଲ8 ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ। Viz kapitola |