ମାଥିଉ 9:9 - ପବିତ୍ର ବାଇବଲ (CL) NT (BSI)9 ଯୀଶୁ ସେଠାରୁ ଚାଲିଯିବାବେଳେ ମାଥିଉ ନାମକ ଜଣେ କରଆଦୟକାରୀକୁ ତା’ର କାର୍ଯ୍ୟଳୟରେ ବସିଥିବା ଦେଖିଲେ ଓ ତାକୁ ଆହ୍ୱାନ କରି କହିଲେ, “ମୋ’ ପଛେ ପଛେ ଆସ।” ମାଥିଉ ଉଠି ତାଙ୍କୁ ଅନୁଦରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କି କରଆଦାୟ-ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର। ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। Viz kapitolaଓଡିଆ ବାଇବେଲ9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର" । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। Viz kapitolaପବିତ୍ର ବାଇବଲ9 ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ। Viz kapitola |