ମାର୍କ 1:32 - ପବିତ୍ର ବାଇବଲ (CL) NT (BSI)32 ସୂର୍ଯ୍ୟାସ୍ତ ପରେ ଲୋକମାନେ ଯୀଶୁଙ୍କ ନିକଟକୁ ରୋଗୀ ଓ ଭୂତଗ୍ରସ୍ତ ଲୋକମାନଙ୍କୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ, Viz kapitolaଓଡିଆ ବାଇବେଲ32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ32 ସୂର୍ଯ୍ୟ ବୁଡ଼ି ଯିବା ପରେ, ସେହି ରାତିରେ ଲୋକମାନେ ଅନେକ ଅସୁସ୍ଥ ଲୋକଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଯେଉଁ ଲୋକମାନଙ୍କ ଦେହ ଭିତରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା, ସେମାନଙ୍କୁ ମଧ୍ୟ ଲୋକମାନେ ଯୀଶୁଙ୍କ ପାଖକୁ ଆଣିଲେ। Viz kapitola |