ମାର୍କ 1:35 - ପବିତ୍ର ବାଇବଲ (CL) NT (BSI)35 ପରଦିନ ସୂର୍ଯ୍ୟୋଦୟର ବହୁ ପୂର୍ବରୁ ଯୀଶୁ ଉଠି ଘରୁ ବାହାରିଗଲେ। ସେ ସହର ଛାଡ଼ି ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ35 ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ। Viz kapitola |