ମାର୍କ 10:4 - ପବିତ୍ର ବାଇବଲ (CL) NT (BSI)4 ସେମାନେ ଉତ୍ତର ଦେଲେ, “ଛାଡ଼ପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ପାଇଁ ମୋଶା ଅନୁମତି ଦେଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ମୋଶା, ଅନୁମତି ଦେଇଅଛନ୍ତି। Viz kapitolaଓଡିଆ ବାଇବେଲ4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ4 ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା'ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।” Viz kapitola |