ମାର୍କ 10:45 - ପବିତ୍ର ବାଇବଲ (CL) NT (BSI)45 ମନୁଷ୍ୟପୁତ୍ର ସୁଦ୍ଧା ସେବା ପାଇବାକୁ ଆସି ନାହାନ୍ତି, କିନ୍ତୁ ସେବା କରିବାକୁ ଏବଂ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପ ନିଜର ଜୀବନ ଉତ୍ସର୍ଗ କରିବାକୁ ଆସିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)45 କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ।। ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି। Viz kapitolaଓଡିଆ ବାଇବେଲ45 କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।” Viz kapitolaପବିତ୍ର ବାଇବଲ45 ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।” Viz kapitola |