ମାର୍କ 11:3 - ପବିତ୍ର ବାଇବଲ (CL) NT (BSI)3 ‘କାହିଁକି ଏହା କରୁଛ’ ବୋଲି ଯଦି କିଏ ପଚାରେ; ତାକୁ କହିବ, ‘ଗୁରୁଙ୍କର ଦରକାର ଅଛି ଏବଂ ଶୀଘ୍ର ତାକୁ ଫେରାଇ ଦେବେ’।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ଵେ ଏଠାକୁ ପଠାଇଦେବେ। Viz kapitolaଓଡିଆ ବାଇବେଲ3 ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।” Viz kapitolaପବିତ୍ର ବାଇବଲ3 ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା'ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’” Viz kapitola |