ମାର୍କ 15:33 - ପବିତ୍ର ବାଇବଲ (CL) NT (BSI)33 ସେଦିନ ମଧ୍ୟାହ୍ନବେଳୁ ତିନି ଘଣ୍ଟା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା। Viz kapitolaଓଡିଆ ବାଇବେଲ33 ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା। Viz kapitolaପବିତ୍ର ବାଇବଲ33 ଦ୍ୱିପ୍ରହର ବେଳକୁ ସମଗ୍ରଦେଶ ଉପରେ ଅନ୍ଧକାର ମାଡ଼ି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବେଳ ପର୍ଯ୍ୟନ୍ତ ରହିଲା। Viz kapitola |