ମାର୍କ 16:2 - ପବିତ୍ର ବାଇବଲ (CL) NT (BSI)2 ରବିବାର ଦିନ ପାହାନ୍ତା ସମୟରେ ଠିକ୍ ସୂର୍ଯ୍ୟୋଦୟ ସମୟରେ ସେମାନେ କବରକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଥିଲା। Viz kapitolaଓଡିଆ ବାଇବେଲ2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। Viz kapitolaପବିତ୍ର ବାଇବଲ2 ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ। Viz kapitola |