ମାର୍କ 16:7 - ପବିତ୍ର ବାଇବଲ (CL) NT (BSI)7 ବର୍ତ୍ତମାନ ଯାଇ ପିତର ଓ ଯୀଶୁଙ୍କ ଅନ୍ୟାନ୍ୟ ଶିଷ୍ୟମାନଙ୍କୁ ଏହି ସମ୍ବାଦ ଦିଅ। ସେମାନଙ୍କୁ କୁହ, ‘ଯୀଶୁ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯାଉଛନ୍ତି। ସେ କହିବା ଅନୁସାରେ ତୁମେ ତାଙ୍କୁ ସେଠାରେ ଦେଖି ପାରିବ’।” Viz kapitolaପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। Viz kapitolaଓଡିଆ ବାଇବେଲ7 `କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। Viz kapitolaପବିତ୍ର ବାଇବଲ7 ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।” Viz kapitola |