ମାର୍କ 3:10 - ପବିତ୍ର ବାଇବଲ (CL) NT (BSI)10 ସେ ଅନେକ ଲୋକଙ୍କୁ ସୁସ୍ଥ କଲେ। ପୀଡ଼ିତ ଲୋକମାନେ ତାଙ୍କୁ ସ୍ପର୍ଶ କରିବା ପାଇଁ ଆଗକୁ ମାଡ଼ି ଯାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁ ଥିଲେ। Viz kapitolaଓଡିଆ ବାଇବେଲ10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। Viz kapitolaପବିତ୍ର ବାଇବଲ10 ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡ଼କୁ ମାଡ଼ି ଆସୁଥିଲେ। Viz kapitola |