ମାର୍କ 3:11 - ପବିତ୍ର ବାଇବଲ (CL) NT (BSI)11 ପୁଣି ଭୂତଗ୍ରସ୍ତ ଲୋକମାନେ ତାଙ୍କୁ ଦେଖିବା ମାତ୍ରେ ତାଙ୍କ ସମ୍ମୁଖରେ ତଳେ ପଡ଼ିଯାଇ ଚିକ୍ରାର କରି କହୁଥିଲେ, “ଆପଣ ହିଁ ଈଶ୍ୱରଙ୍କ ପୁତ୍ର।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର। Viz kapitolaଓଡିଆ ବାଇବେଲ11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର। Viz kapitolaପବିତ୍ର ବାଇବଲ11 କେତେକ ଲୋକଙ୍କ ଦେହରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତେବେଳେ ସେହି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ଆଗରେ ପଡ଼ିଯାଇ ଚିତ୍କାର କରି କହୁଥିଲେ, “ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।” Viz kapitola |