ମାର୍କ 3:14 - ପବିତ୍ର ବାଇବଲ (CL) NT (BSI)14 ସେ ବାର ଜଣଙ୍କୁ ମନୋନୀତ କରି ପ୍ରେରିତ ଶିଷ୍ୟ ଆଖ୍ୟା ଦେଲେ। ସେମାନଙ୍କୁ ସେ କହିଲେ, “ମୋ’ ସଙ୍ଗରେ ରହିବାକୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଛି ଏବଂ ପ୍ରଚାର କରିବା ପାଇଁ ତୁମ୍ଭମାନଙ୍କୁ ପ୍ରେରଣ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେ ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, Viz kapitolaଓଡିଆ ବାଇବେଲ14 ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, Viz kapitolaପବିତ୍ର ବାଇବଲ14 ଯୀଶୁ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛି ପ୍ରେରିତ ବୋଲି ନାମିତ କଲେ। ଯୀଶୁ ଗ୍ଭହୁଁଥିଲେ ଯେ ସେମାନେ ତାହାଙ୍କ ସହିତ ରହିବେ। ସେ ସେମାନଙ୍କୁ ପ୍ରଗ୍ଭର ଉଦ୍ଦେଶ୍ୟରେ ଅନ୍ୟ ସ୍ଥାନ ଗୁଡ଼ିକୁ ପଠାଇବେ ଓ Viz kapitola |