ମାର୍କ 3:24 - ପବିତ୍ର ବାଇବଲ (CL) NT (BSI)24 ରାଜ୍ୟର ଲୋକେ ଯଦି ଦଳ ଦଳ ହୋଇ ପରସ୍ପର ବିରୁଦ୍ଧରେ ଯୁଦ୍ଧ କରନ୍ତି, ସେହି ରାଜ୍ୟ ଖଣ୍ଡ ବିଖଣ୍ଡ ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ। Viz kapitolaଓଡିଆ ବାଇବେଲ24 ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ। Viz kapitolaପବିତ୍ର ବାଇବଲ24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। Viz kapitola |