ମାର୍କ 3:4 - ପବିତ୍ର ବାଇବଲ (CL) NT (BSI)4 ସେ ଲୋକମାନଙ୍କୁ ପଚାରିଲେ, “ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ - ଜଣକର ଉପକାର କରିବା ନା ଅପକାର କରିବା? ଜଣକର ଜୀବନ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ। Viz kapitolaଓଡିଆ ବାଇବେଲ4 ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ ? ଭଲ କରିବା ନା ମନ୍ଦ କରିବା ? ପ୍ରାଣ ରକ୍ଷା କରିବା ନା ବିନାଶ କରିବା ? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ। Viz kapitolaପବିତ୍ର ବାଇବଲ4 ତା'ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ। Viz kapitola |