ମାର୍କ 4:10 - ପବିତ୍ର ବାଇବଲ (CL) NT (BSI)10 ଯୀଶୁ ଏକାକୀ ଥିଲାବେଳେ ଶ୍ରୋତାମାନଙ୍କ ମଧ୍ୟରୁ କେତେ ଜଣ ବାରଶିଷ୍ୟଙ୍କ ସହିତ ତାଙ୍କ ନିକଟକୁ ଆସିଲେ ଏବଂ ସେ କହିଥିବା ଦୃଷ୍ଟାନ୍ତର ତାତ୍ପର୍ଯ୍ୟ ବୁଝାଇବାକୁ ଅନୁରୋଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ଵାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ10 ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ। Viz kapitola |