ମାର୍କ 4:13 - ପବିତ୍ର ବାଇବଲ (CL) NT (BSI)13 ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ ବୁଝି ପାରୁ ନାହଁ? ତେବେ ଅନ୍ୟ ଦୃଷ୍ଟାନ୍ତ ସବୁକୁ ବୁଝିବ କିପରି? Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯୀଶୁ ପୁଣି ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ? Viz kapitolaଓଡିଆ ବାଇବେଲ13 ଯୀଶୁ ପୁଣି, ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ? Viz kapitolaପବିତ୍ର ବାଇବଲ13 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତେବେ ଅନ୍ୟ ଦୃଷ୍ଟାନ୍ତଗୁଡ଼ିକ କିପରି ବୁଝିବ?” Viz kapitola |