ମାର୍କ 4:28 - ପବିତ୍ର ବାଇବଲ (CL) NT (BSI)28 ଗଛ ବଢ଼ି ଫଳ ଧରିବା ପାଇଁ ମାଟି ହିଁ ସବୁ କିଛି କରେ - ପ୍ରଥମେ ଗଛର ବୀଜପତ୍ର, ତା’ପରେ ଶିଷା ଏବଂ ଶେଷରେ କେଣ୍ଡାରେ ଶସ୍ୟ ଭରିଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ। Viz kapitolaଓଡିଆ ବାଇବେଲ28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ। Viz kapitolaପବିତ୍ର ବାଇବଲ28 କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା'ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ, Viz kapitola |