ମାର୍କ 4:30 - ପବିତ୍ର ବାଇବଲ (CL) NT (BSI)30 ଯୀଶୁ ପଚାରିଲେ; “ଈଶ୍ୱରଙ୍କ ରାଜ୍ୟ ସହିତ କାହାର ତୁଳନା କରାଯାଇପାରେ? ତାକୁ ବୁଝାଇବା ପାଇଁ କି ଦୃଷ୍ଟାନ୍ତ ଦେବି? Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯୀଶୁ ପୁଣି କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ଵରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? Viz kapitolaଓଡିଆ ବାଇବେଲ30 ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା ? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? Viz kapitolaପବିତ୍ର ବାଇବଲ30 ସେ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ ସମ୍ପର୍କରେ କ’ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ୟମରେ ଏହା ବୁଝେଇବି? Viz kapitola |