ମାର୍କ 4:36 - ପବିତ୍ର ବାଇବଲ (CL) NT (BSI)36 ତେଣୁ ସେମାନେ ଲୋକମାନଙ୍କୁ ଛାଡ଼ି ନୌକାରେ ଯାଇ ବସିଲେ। ସେଥିରେ ଯୀଶୁ ଆଗରୁ ବସିଥିଲେ। ସେମାନେ ନୌକା ବାହିବାକୁ ଲାଗିଲେ। ହ୍ରଦରେ ଆହୁରି ଅନେକ ନୌକା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା। Viz kapitolaଓଡିଆ ବାଇବେଲ36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା। Viz kapitolaପବିତ୍ର ବାଇବଲ36 ତେଣୁ ସେମାନେ ସବୁ ଲୋକଙ୍କୁ ସେଠାରେ ଛାଡ଼ିଦେଲେ। ଯେଉଁ ଡଙ୍ଗାରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ୟମାନେ ମଧ୍ୟ ଯାଇ ସେଥିରେ ବସିଲେ। ସେଠାରେ ଅନ୍ୟ ଡଙ୍ଗାଗୁଡ଼ିକ ମଧ୍ୟ ଥିଲା। Viz kapitola |