Online Bible

- Reklamy -




ମାର୍କ 5:20 - ପବିତ୍ର ବାଇବଲ (CL) NT (BSI)

20 ଲୋକଟି ଦେକାପଲି ଅଞ୍ଚଳକୁ ଯାଇ ଯୀଶୁ ତା’ ପାଇଁ ଯାହା କରିଥିଲେ, ସବୁଆଡ଼େ ଜଣାଇଲା। ଯେଉଁମାନେ ତା’ କଥା ଶୁଣିଲେ, ସମସ୍ତେ ଆଚମ୍ବିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲା; ସେଥିରେ ସମସ୍ତେ ଚମତ୍କୃତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

20 ତେଣୁ ସେ ଗ୍ଭଲିଗଲା ଓ ଦେକାପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ, ଯୀଶୁ କିପରି ତା’ ପାଇଁ କେତେ ବଡ଼ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।

Viz kapitola kopírovat




ମାର୍କ 5:20

Následuj nás:

Reklamy


Reklamy