Online Bible

- Reklamy -




ମାର୍କ 5:34 - ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ତାକୁ କହିଲେ, “ଝିଅ! ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି। ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଶାନ୍ତିରେ ଫେରି ଯା’।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲି ଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇଥା।

Viz kapitola kopírovat

ଓଡିଆ ବାଇବେଲ

34 ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”

Viz kapitola kopírovat

ପବିତ୍ର ବାଇବଲ

34 ଯୀଶୁ ତାକୁ କହିଲେ, “ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।”

Viz kapitola kopírovat




ମାର୍କ 5:34

Následuj nás:

Reklamy


Reklamy