ମାର୍କ 5:36 - ପବିତ୍ର ବାଇବଲ (CL) NT (BSI)36 ଯୀଶୁ ସେମାନଙ୍କ କଥାକୁ ଭ୍ରୂକ୍ଷେପ ନ କରି ଯାଇରସଙ୍କୁ କହିଲେ, “ଭୟ କର ନାହିଁ; କେବଳ ବିଶ୍ୱାସ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର। Viz kapitolaଓଡିଆ ବାଇବେଲ36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।” Viz kapitolaପବିତ୍ର ବାଇବଲ36 କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।” Viz kapitola |