ମାର୍କ 5:39 - ପବିତ୍ର ବାଇବଲ (CL) NT (BSI)39 ସେ ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ କରୁଛ? କାହିଁକି କାନ୍ଦୁଛ? ପିଲାଟି ମରି ନାହିଁ, ଶୋଇଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ39 ଯୀଶୁ ଘର ଭିତରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, “ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କେବଳ ଶୋଇ ଯାଇଛି।” Viz kapitola |