ମାର୍କ 6:34 - ପବିତ୍ର ବାଇବଲ (CL) NT (BSI)34 ଯୀଶୁ ନୌକାରୁ ଓହ୍ଲାଇ ଏହି ବିରାଟ ଜନତାକୁ ଦେଖି ତାଙ୍କ ହୃଦୟ ଦୟାରେ ବିଗଳିତ ହେଲା। କାରଣ ସେମାନେ ଅରକ୍ଷକ ମେଷପଲ ପରି ଥିଲେ। ସେଠାରେ ଯୀଶୁ ସେମାନଙ୍କୁ ଅନେକ ବିଷୟରେ ଶିକ୍ଷା ଦେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ34 ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ34 ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ। Viz kapitola |