ମାର୍କ 6:45 - ପବିତ୍ର ବାଇବଲ (CL) NT (BSI)45 ଏହାପରେ ଯୀଶୁ ଶିଷ୍ୟମାନଙ୍କୁ ହ୍ରଦ ଆରପାରି ବେଥ୍ସାଇଦାକୁ ଯିବା ପାଇଁ ଆଗରୁ ନୌକାରେ ପଠାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ। Viz kapitolaଓଡିଆ ବାଇବେଲ45 ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ। Viz kapitolaପବିତ୍ର ବାଇବଲ45 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗା ଭିତରକୁ ଯିବାକୁ କହିଲେ। ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଅପର ପାର୍ଶ୍ୱରେ ଥିବା ବେଥ୍ସାଇଦାକୁ ଆଗୁଆ ଯିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସେଠାରେ ଥିବା ଲୋକମାନଙ୍କୁ ଘରକୁ ଫେରିଯିବା ପାଇଁ କହି ସେ ରହିଲେ। Viz kapitola |