ମାର୍କ 6:5 - ପବିତ୍ର ବାଇବଲ (CL) NT (BSI)5 ତେଣୁ କେତେକ ପୀଡ଼ିତ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବ୍ୟତୀତ ଯୀଶୁ ସେଠାରେ ଅନ୍ୟ କୌଣସି ଅଲୌକିକ କର୍ମ କରି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେସ୍ଥାନରେ ସେ ଆଉ କୌଣସି ଶକ୍ତିର କାର୍ଯ୍ୟ କରି ପାରିଲେ ନାହିଁ। Viz kapitolaଓଡିଆ ବାଇବେଲ5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରି ପାରିଲେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ। Viz kapitolaପବିତ୍ର ବାଇବଲ5 ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ। Viz kapitola |