ମାର୍କ 7:26 - ପବିତ୍ର ବାଇବଲ (CL) NT (BSI)26 ସେ ଥିଲା ସୁରଫୈନିକୀୟା ଅଞ୍ଚଳର ଜଣେ ଅଣଇହୁଦୀ। ତା’ ଝିଅଠାରୁ ଭୂତ ଛଡ଼ାଇବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା । ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ26 ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସୁର ଫୈନୀକୀୟାଠାରେ ଜନ୍ମ ହୋଇଥିଲା। ସେ ତା’ ଝିଅଠାରୁ ଭୂତକୁ ବାହାର କରି ଦେବା ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା। Viz kapitola |